April 20, 2025

ବଙ୍ଗୋପସାଗରରେ ଆସୁଛି ଏକାଧିକ ଲଘୁଚାପ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି ଯେ, ଆସନ୍ତା ଦଶ ଦିନ ମଧ୍ୟରେ ବଙ୍ଗୋପସାଗରରେ ଏକାଧିକ ଘୁର୍ଣ୍ଣିବଳୟର ସୃଷ୍ଟି ହେବାକୁ ଯାଉଛି । ଏହାର ପ୍ରଭାବରେ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବର୍ତମାନ ବଙ୍ଗୋପସାଗରରେ ଗୋଟିଏ ଘୂର୍ଣି ବଳୟ ରହିଥିବା ବେଳେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia