April 21, 2025

ବଡ ଘୋଷଣା: ବଦଳିଲା ନାଇଟ୍ କର୍ଫ୍ୟୁ ସମୟ, ରାତି ୯ରୁ ସବୁ ବନ୍ଦ

ଭୁବନେଶ୍ୱର: ସଂକ୍ରମଣକୁ ଦୃଷ୍ଟିରେ ରଖି କରୋନା କଟକଣା କଡାକଡି କଲେ ରାଜ୍ୟ ସରକାର । ଏଣିକି ରାତି ୧୦ଟା ପରିବର୍ତ୍ତେ ରାତି ୯ଟାରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ । ଏନେଇ ଆଜି ଏସଆରସି ପ୍ରଦୀପ ଜେନା ପ୍ରେସମିଟ୍ କରି ସୂଚନା ଦେଇଛନ୍ତି । ତେବେ ରାଜ୍ୟର ସମସ୍ତ ସହରାଞ୍ଚଳରେ ରାତି ୯ଟାରୁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia