ଭୁବନେଶ୍ୱର: ଘନୀଭୂତ ହେଉଛି ଘୂର୍ଣ୍ଣିବଳୟ । ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ବଢୁଥିବା ଚିତ୍ର ସ୍ପଷ୍ଟ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସକ୍ରିୟ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପର ରୂପ ନେବ । ପରବର୍ତ୍ତୀ ୪୮ ଘଣ୍ଟା ଭିତରେ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି ବୋଲି ଟୁଇଟ୍ କରି ଏହି ସୂଚନା ଦେଇଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Man gets 20-yr RI for kidnap, rape of teen
Man gets 20-yr RI for raping teen in Ganjam
State targets 130MT annual steel production by 2030