April 30, 2025

ବନାୟନ ମାଧ୍ୟମରେ ଜୀବିକା ନିର୍ବାହ ପନ୍ଥା ବୃଦ୍ଧି କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ବନାୟନ ମାଧ୍ୟମରେ ଜିବୀକା ନିର୍ବାହ ପନ୍ଥା ବୃଦ୍ଧି ନିମନ୍ତେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ଲୋକସେବା ଭବନରୁ ଡିଜିଟାଲ୍ ମୋଡ୍ରେ ଅନୁଷ୍ଠିତ ଓଡ଼ିଶା ଜଙ୍ଗଲ ବିକାଶ ସମିତିର ଉଚ୍ଚସ୍ତରୀୟ କ୍ଷମତା ପ୍ରାପ୍ତ ବୈଠକରେ ଅଧ୍ୟକ୍ଷତା କରି ଶ୍ରୀ ମହାପାତ୍ର ଏହି ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ଜଙ୍ଗଲ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia