April 20, 2025

ବରଗଡ, ନୂଆପଡା ଓ କଳାହାଣ୍ଡି ଜିଲ୍ଲାରେ ୩୦୮୧ କୋଟିର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆଜି ମହାନ ଜନନାୟକ ବିଜୁ ପଟ୍ଟନାୟକ ଜୟନ୍ତୀ ୲ ସାରା ରାଜ୍ୟ ଓଡିଶାର ଏହି ମହାନ ସନ୍ତାନଙ୍କ ଜୟନ୍ତୀକୁ ଶ୍ରଦ୍ଧାର ସହ ପାଳନ କରୁଛି ୲ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ, କଳାହାଣ୍ଡି ଓ ନୁଆପଡା ଜିଲ୍ଲା ଗସ୍ତରେ ଯାଇ ଆମପାଣିଠାରେ ବିଜୁ ଏକ୍ସପ୍ରେସ ଓ୍ଵେ କୁ ଏବଂ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia