April 22, 2025

ବସ୍ତିବାସିନ୍ଦାଙ୍କୁ ମିଳିବ ଭୂମି ଅଧିକାର, ୭୦୭ ବିଜୁ ଆଦର୍ଶ କଲୋନୀ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସହରର ବସ୍ତିବାସିନ୍ଦା ମାନଙ୍କ ପାଇଁ ଆଜି ସୁଦିନ ଆସିଛି । ଯେଉଁମାନେ ଆମ ସହରକୁ ଗଢନ୍ତି, ଦିନରାତି ସହରର ବିକାଶ ପାଇଁ କାମ କରନ୍ତି ଓ ସେବା କରନ୍ତି, ସେମାନଙ୍କ ପାଇଁ ଭଲ ଦିନ ଆସିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫ଟି ମହାନଗର ନିଗମର ବସ୍ତିବାସିନ୍ଦା ମାନଙ୍କ ପାଇଁ ଭୂମି ଅଧିକାର କାର୍ଯ୍ୟକ୍ରମ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia