April 28, 2025

ବାଜିଲା ଉପନିର୍ବାଚନ ବିଗୁଲ: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ହେବ । ଏନେଇ ସୋମବାର ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ଅକ୍ଟୋବର ୭ରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି । ନିର୍ବାଚନ କମିଶନଙ୍କ ଘୋଷଣା ଅନୁଯାୟୀ, ଏହି ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia