April 25, 2025

ବାତ୍ୟା ଋତୁ ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଓଡ଼ିଶାର ଭୌଗଳିକ ସ୍ଥିତି ଓ ଜଳବାୟୁ ସର୍ବଦା ବନ୍ୟା, ବାତ୍ୟା ପ୍ରବଣ ହୋଇ ରହିଛି । ଚଳିତ ମାସ ଠାରୁ ଫେରନ୍ତା ଦକ୍ଷିଣ ପଶ୍ଚିମ ମୌସୁମୀ-ବାୟୁ ପ୍ରଭାବରେ (ବିଶେଷତଃ ଅକ୍ଟୋବର ଓ ନଭେମ୍ବର ମାସରେ) ଓଡ଼ିଶାରେ ଭୀଷଣ ବାତ୍ୟା ଅନୁଭୁତ ହୁଏ । ବେଳେବେଳେ ଏହି ସମୟ ଅବଧି ଡିସେମ୍ବର ୧୫ ପର୍ଯ୍ୟନ୍ତ ମଧ୍ୟ ରହିଥାଏ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia