April 23, 2025

ବାରବାଟୀକୁ ଫେରିଲା ଅନ୍ତର୍ଜାତୀୟ ମ୍ୟାଚ, ଜୁନ୍ ୯ରେ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦

କଟକ: ବାରବାଟୀକୁ ପୁଣି ଫେରିଲା ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ । ଆସନ୍ତା ଜୁନ୍ ୯ରେ ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ ଖେଳାଯିବ । ଏନେଇ ବିସିସିଆଇ ଘୋଷଣା କରିଛି । ଭାରତ-ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯିବାକୁ ଥିବା ଥିବା ଏହି ମ୍ୟାଚ ପ୍ରଥମେ ବେଙ୍ଗାଲୁରୁରେ ଖେଳାଯିବାକୁ ନିଷ୍ପତ୍ତି ହୋଇଥିଲା । କିନ୍ତୁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia