April 21, 2025

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ସାମିଲ ହେଲା କଟକ ଓ ଖୋର୍ଦ୍ଧା ଜିଲ୍ଲା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। କଟକର ୧୮ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଖୋର୍ଦ୍ଧାର ପ୍ରାୟ ୧୪ ଲକ୍ଷ ଲୋକ ସ୍ମାର୍ଟ କାର୍ଡ ପାଇବେ । ଏହାସହିତ ରାଜ୍ୟର ୨୬ଟି ଜିଲ୍ଲାର

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia