April 20, 2025

ବିଜେଡିରେ ଯୋଗଦେଲେ ପୂର୍ବତନ କଂଗ୍ରେସ ବିଧାୟକ ଚନ୍ଦ୍ରଶେଖର ମାଝୀ

ଭୁବନେଶ୍ୱର: ବିଜେଡିରେ ଯୋଗଦେଲେ କଂଗ୍ରେସର ପୂର୍ବତନ ବିଧାୟକ ଚନ୍ଦ୍ରଶେଖର ମାଝି । ଗତକାଲି ସେ କଂଗ୍ରେସରୁ ଇସ୍ତଫା ଦେଇଥିଲେ । ଆଜି ବିଧିବଦ୍ଧ ଭାବେ ବିଜେଡିର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଶଙ୍ଖ ଧରିଛନ୍ତି । କୋରାପୁଟ କୋଟପାଡରୁ ପୂର୍ବରୁ ବିଧାୟକ ଥିବା ଚନ୍ଦ୍ରଶେଖର ଆଜି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । ନିଜ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia