April 25, 2025

ବିଜେବି କଲେଜ ଛାତ୍ରୀ ରୁଚିକା ଆତ୍ମହତ୍ୟା ମାମଲା: ତଦନ୍ତ ରିପୋର୍ଟ ମାଗିଲା ଉଚ୍ଚ ଶିକ୍ଷା ବିଭାଗ

ଭୁବନେଶ୍ୱର: ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲାରେ ପୁଣି ତନାଘନା । ଭୁବନେଶ୍ୱର DCPଙ୍କୁ ରିପୋର୍ଟ ମାଗିଲେ ଉଚ୍ଚ ଶିକ୍ଷା ପ୍ରମୁଖ ସଚିବ । ଆଜି ସୁଦ୍ଧା ତଦନ୍ତର ଅଗ୍ରଗତି ଜଣାଇବା ପାଇଁ ଚିଠି ଲେଖି ରିପୋର୍ଟ ମାଗିଲେ ଉଚ୍ଚ ଶିକ୍ଷା ବିଭାଗର ପ୍ରିନ୍ସିପାଲ ସେକ୍ରେଟାରୀ ବିଷ୍ଣୁପଦ ସେଠୀ । ଯାହା ପରେ ଏହି ମାମଲାକୁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia