April 21, 2025

ବିଜ୍ଞାପନରେ ନଗ୍ନତା ପ୍ରଦର୍ଶନ କରି ବିବାଦୀୟ ହୋଇଛନ୍ତି ଫ୍ୟାଶନ ଡିଜାଇନର ସବ୍ୟସାଚୀ ମୁର୍ଖାଜୀ

ବମ୍ବେ: ମଙ୍ଗଳସୂତ୍ର ବିଜ୍ଞାପନରେ ନଗ୍ନତା ପ୍ରଦର୍ଶନ କରି ବିବାଦୀୟ ହୋଇଛନ୍ତି ଫ୍ୟାଶନ ତଥା ଜୁଏଲାରୀ ଡିଜାଇନର ସବ୍ୟସାଚୀ ମୁର୍ଖାଜୀ । ଏହି ବିଜ୍ଞାପନ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବା ପରେ ଆଜି ଓକିଲ ଆଶୁତୋଷ ଦୁବେ ତାଙ୍କ ବିରୋଧରେ ମାମଲା ରୁଜୁ କରିଛନ୍ତି । ସବ୍ୟସାଚୀ ତାଙ୍କ ମଙ୍ଗଳସୂତ୍ର ଜୁଏଲାରୀ ଡିଜାଇନରେ ଅର୍ଦ୍ଧ ନଗ୍ନ ନାରୀଙ୍କ

Source: Entertainment News in Odia (ମନୋରଞ୍ଜନ ସମାଚାର): Odia Film News, Celebrity Interviews,Upcoming Oriya Movie, Serial & Hit Songs Khabar – Oneindia Odia