ଭୁବନେଶ୍ୱର: ଡିସେମ୍ବର ପହିଲାରୁ ଆରମ୍ଭ ହେଉଛି ବିଧାନସଭା ଶୀତ ଅଧିବେଶନ । ଏହା ପୂର୍ବରୁ ବିଧାନସଭାରେ ଗୃହ କାର୍ଯ୍ୟ ପରିଚାଳନା ନେଇ କେତେକ ନୂଆ ନିୟମ ବିଷୟରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି। ପ୍ରଶ୍ନକାଳ ସମୟରେ, ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କୌଣସି ବିଧାୟକ ଗୃହରେ ହୋହାଲ୍ଲା କରିପାରିବେ ନାହିଁ ବୋଲି ବାଚସ୍ପତି କହିଛନ୍ତି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Santhal community in K’jhar celebrates festival
Youth held from C’garh for woman’s murder in Malkangiri
2 Odisha teens thrashed, burnt with cigarettes, forced to drink urine