ବିନା ମାସ୍କରେ ମଲ, ଦୋକାନ, ଷ୍ଟୋରରେ ପ୍ରବେଶ ନିଷେଦ୍ଧ, ନିୟମ କଡାକଡି କଲା ବିଏମସି

ଭୁବନେଶ୍ୱର: ରାଜଧାନୀରେ ନିୟମ କଡାକଡି କଲା ବିଏମସି । ମାସ୍କ ନଥିଲେ ପ୍ରବେଶ ମନା । ମାସ୍କ ପିନ୍ଧି ନଥିଲେ ଦୋକାନୀ ଦେବେନି ସାମଗ୍ରୀ । ରାଜଧାନୀରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମସି ନିୟମ କଡାକଡି କରିଛି । କୋଭିଡ୍ ନିୟମ ଅମାନ୍ୟ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ହେବ ବୋଲି ଚେତାବନୀ ଦିଆଯାଇଛି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia