April 22, 2025

ବ୍ରହ୍ମପୁର MKCG ରେ ଅଗ୍ନିକାଣ୍ଡ, କୌଣସି କ୍ଷୟକ୍ଷତି ଘଟି ନାହିଁ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରର ଏମକେସିଜି (MKCG) ମେଡିକାଲରେ ଅଗ୍ନିକାଣ୍ଡ । ସୁପର ସ୍ପେଶାଲିଟି ବ୍ଲକରେ ଅଗ୍ନିକାଣ୍ଡ ଘଟିଛି । ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସୂଚନା । ଏନେଇ ଅଗ୍ନିଶମ ବାହିନୀକୁ ମେଡିକାଲ୍‌ କର୍ତ୍ତୃପକ୍ଷ ସୂଚନା ଦେଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ନିଆଁ ଲିଭା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia