April 20, 2025

ଭଲ ଖବର: ପାର୍ବଣ ଋତୁରେ ତଳ ମୁହାଁ କରୋନା ଗ୍ରାଫ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୦୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia