ଭୁବନେଶ୍ୱର: ଆଜି ଦେଶ ପାଇବ ତାର ପଞ୍ଚଦଶ ରାଷ୍ଟ୍ରପତି । NDA ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଓ ମିଳିତ ବିପକ୍ଷ ପ୍ରାର୍ଥୀ ଯଶୋବନ୍ତ ସିହ୍ନାଙ୍କ ମଧ୍ୟରେ କଡା ପ୍ରତିଦ୍ୱନ୍ଦିତା ମଧ୍ୟରେ ଶେଷ ହୋଇଛି ରାଷ୍ଟ୍ରପତି ନିର୍ବାଚନ । ଆଜି ଆସିବ ନିର୍ବାଚନର ଫଳାଫଳ । ଆସନ୍ତା ୨୫ ତାରିଖରେ ନୂଆ ରାଷ୍ଟ୍ରପତି ଶପଥ ଗ୍ରହଣ କରିବେ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Bengaluru, Mumbai City eye Super Cup quarters
Girls outperform boys in BU Plus III final year exams
28 missing children reunited with families in Ganjam