April 21, 2025

ଭୁବନେଶ୍ବରରେ ୪୫ ଗୋଟି ଟାଉନ୍ ପ୍ଲାନିଂ ପ୍ରକଳ୍ପ ପାଇଁ ବିଡିଏର ଯୋଜନା

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୁପକ୍ଷ (ବି.ଡି.ଏ)ର ବିଭିନ୍ନ ଅଂଚଳରେ ଟାଉନ୍ ପ୍ଲାନିଂ ସ୍କିମ୍ର ଲୋକପ୍ରିୟତା ଯୋଗୁ ଏଥିରେ ବିଶେଷ ଅଗ୍ରଗତି ପରିଲକ୍ଷିତ ହୋଇଛି । ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରୁ ଏହା ଜଣାପଡ଼ିଛି । ରାଜ୍ୟ ଲୋକସେବା ଭବନରୁ ଡିଜିଟାଲ୍ ମୋଡ୍ରେ ଅନୁଷ୍ଠିତ ଏହି ବୈଠକରେ ବି.ଡି.ଏର

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia