April 22, 2025

ଭୁବନେଶ୍ୱର ପ୍ରତିଷ୍ଠା ଦିବସରେ ସାଂସଦଙ୍କୁ ଅଣଦେଖା ! ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର: ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହକୁ ଡକାଯାଇନଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ । ଏହି ଚିଠିରେ ସେ ଉଲ୍ଲେଖ କରିଛନ୍ତି, ରାଜ୍ୟ ସରକାରଙ୍କ ତରଫରୁ ଆଜି ରାଜଧାନୀ ଦିବସ ପାଳନ କରାଯାଉଛି । ଏହି ଅବସରରେ ଭୁବନେଶ୍ୱରର ସମସ୍ତ ଜନ ପ୍ରତିନିଧିଙ୍କୁ ନିମନ୍ତ୍ରଣ କରାଯାଇଛି । କିନ୍ତୁ ଭୁବନେଶ୍ୱରର ନିର୍ବାଚନ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia