April 22, 2025

ଭୋଟ ବାତିଲ ହୋଇଥିବା କେନ୍ଦ୍ରରେ ଆସନ୍ତା 23 ତାରିଖ ପୁନଃ ଭୋଟଗ୍ରହଣ କରାଯିବ

ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନବେଳେ ଯେଉଁ ଯେଉଁ ସ୍ଥାନମାନଙ୍କରେ ବିଭିନ୍ନ ପ୍ରକାରର ଗଣ୍ଡଗୋଳ ଯୋଗୁଁ ନିର୍ବାଚନକୁ ବାତିଲ କରିଦିଆ ଯାଇଥିଲା ସେସବୁ ଭୋଟଗ୍ରହଣ କେନ୍ଦ୍ରଗୁଡ଼ିକରେ ଆସନ୍ତା 23 ତାରିଖ ପୁନଃଭୋଟଗ୍ରହଣ କରାଯିବ ବୋଲି ନିର୍ବାଚନ କମିଶନ ନିଷ୍ପତ୍ତି ନେଇଛନ୍ତି । ସେସବୁ ଭୋଟଗ୍ରହଣ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ସକାଳ ୯ଘଟିକାଠାରୁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia