April 22, 2025

ମଣିପୁରବାସୀଙ୍କୁ ପ୍ରିୟଙ୍କା ଗାନ୍ଧୀଙ୍କ ପ୍ରତିଶ୍ରୁତି, ଆମ ସରକାର ଆସିଲେ ରାଜ୍ୟରୁ ହଟାଯିବ AFSPA

ନୂଆଦିଲ୍ଲୀ : କଂଗ୍ରେସ ଦଳର ଜାତୀୟ ସାଧାରଣ ସମ୍ପାଦକ ତଥା ଉତ୍ତରପ୍ରଦେଶର ଦାୟିତ୍ୱରେ ଥିବା ପ୍ରିୟଙ୍କା ଗାନ୍ଧୀ ମଙ୍ଗଳବାର ଦିନ ମଣିପୁର ବିଧାନସଭା ନିର୍ବାଚନ ପାଇଁ ଏକ ଭର୍ଚୁଆଲ୍ ବୈଠକକୁ ସମ୍ବୋଧିତ କରିଛନ୍ତି । ଏହି ସମୟରେ ସେ କେନ୍ଦ୍ର ସରକାରଙ୍କ ଉପରେ କଡ଼ା ଆକ୍ରମଣ କରିଥିଲେ । ପ୍ରିୟଙ୍କା ଗାନ୍ଧୀ କହିଛନ୍ତି ଯେ ବିଜେପି

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia