April 20, 2025

ମମତା ବାନାର୍ଜୀଙ୍କ ନାମାଙ୍କନ ଉପରେ ବିଜେପିର ପ୍ରଶ୍ନ, ରିଟର୍ଣ୍ଣିଂ ଅଫିସରଙ୍କୁ ଚିଠି ଲେଖି କଲା ଅଭିଯୋଗ

କୋଲକାତା : ପଶ୍ଚିମବଙ୍ଗର ତିନୋଟି ବିଧାନସଭା ଆସନରେ ଅନୁଷ୍ଠିତ ହେବାକୁ ଥିବା ଉପ-ନିର୍ବାଚନରେ ଭବାନୀପୁର ଆସନ ଉପରେ ସମସ୍ତଙ୍କ ନଜର ରହିଛି । ବଙ୍ଗଳାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଜେପିର ପ୍ରାର୍ଥୀ ପ୍ରିୟଙ୍କାଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ସୋମବାର ମଧ୍ୟ ଏହି ଆସନରୁ ପ୍ରିୟଙ୍କା ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଏହି ସମୟରେ ମଙ୍ଗଳବାର

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia