April 22, 2025

ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି: ଉପକୃତ ହେବେ ୪ ଲକ୍ଷ ସରକାରୀ କର୍ମଚାରୀ

ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ୧.୧.୨୦୨୨ ରୁ ପିଚ୍ଛିଲା ଭାବରେ ଲାଗୁ କରାଯାଇଛି ।

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia