April 30, 2025

ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା , ଏସଆରସି ଦେଲେ ସୂଚନା

ଭୁବନେଶ୍ୱର: ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା । ଏନେଇ ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିସନର ପ୍ରଦୀପ ଜେନା । ଆସନ୍ତା କାଲି ସନ୍ଧ୍ୟା ସୁଦ୍ଧା ବନ୍ୟା ଜଳ ମୁଣ୍ତଳି ଦେଇ ଅତିକ୍ରମ କରିବ । ମୁଣ୍ତଳି ଦେଇ ଦଶରୁ ସାଢେ ଦଶ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବ । ବର୍ତ୍ତମାନ ଝାଇରମାଳରେ ଏବେ ୯.୫୬ ଲକ୍ଷ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia