April 22, 2025

ମା’ ସମଲେଶ୍ୱରୀଙ୍କ ପାଖେ ଲାଗି ହେଲା ନବାନ୍ନ

ସମ୍ବଲପୁର: ଆଜି ପଶ୍ଚିମ ଓଡିଶା ଗଣପର୍ବ ନୂଆଁଖାଇ । ଉତ୍ସବମୁଖର ପୁର ପଲ୍ଲୀ । ଏହି ଅବସରରେ ଆଜି ଅମୃତ ବେଳାରେ ଇଷ୍ଟ ଦେବୀ ମା’ ସମଲେଇଙ୍କ ଠାରେ ଲାଗି ହୋଇଛି ନବାନ୍ନ । ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁଯାୟୀ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କ ନିକଟରେ ସକାଳ ୧୦.୫୬ ରୁ ୧୧.୧୦ ମଧ୍ୟରେ ନବାନ୍ନ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia