April 22, 2025

ମାର୍ଚ୍ଚ ୨୫ରୁ ବିଧାନସଭା ବଜେଟ ଅଧିବେଶନ, ୩୦ରେ ରାଜ୍ୟ ବଜେଟ

ଭୁବନେଶ୍ୱର: ମାର୍ଚ୍ଚ ୨୫ରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ । ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚାଲିବ ବଜେଟ ଅଧିବେଶନ । ଚଳିତଥର ବଜେଟ ଅଧିବେଶନରେ ୬ଟି କାର୍ଯ୍ୟ ଦିବସ ରହିଛି । ପ୍ରଥମ ଦିନ ଗୃହକୁ ସମ୍ବୋଧନ କରିବେ ରାଜ୍ୟପାଳ ପ୍ରଫେସର ଗଣେସୀ ଲାଲ୍ । ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଦୁଇ ଦିନ ଧରି ଆଲୋଚନା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia