ଜୟପୁର: କୋରାପୁଟ ଜିଲ୍ଲା ଜୟପୁରସ୍ଥିତ ନବନର୍ମିତ ବିମାନବନ୍ଦରକୁ ବିମାନ ଉଡାଣ ନେଇ ଅନୁମତି ମିଳିଛି । ଉଡାନ୍ ଦିବସର ଗୋଟିଏ ଦିନ ପୂର୍ବରୁ ମିଳିଛି ଜୟପୁରକୁ ଅନୁମତି ମିଳିଛି। ‘ଉଡାନ୍’ ଯୋଜନାରେ ବିମାନ ଚଳାଚଳ ନେଇ ଅକ୍ଟୋବର ୨୦ ତାରିଖରେ ଲାଇସେନ୍ସ ମିଳିଛି । ଏନେଇ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ପକ୍ଷରୁ ସୂଚନା ଦିଆଯାଇଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Shah, Sarangi console Prasant’s family; body flown to Delhi
Odia tourists scramble to leave Pahalgam
Last-minute change in travel plan saves family of 3 from Odisha