April 20, 2025

ମିଳିଲାନି ବେଲ୍‌, ଜେଲରେ ରହିବେ ଆରୟନ

ମୁମ୍ବାଇ: ମୁମ୍ୱାଇ ଡ୍ରଗ୍ସ କ୍ରୁଜ ପାର୍ଟି ମାମଲାରେ ବଢିଲା ଶାହାରୁଖ ଖାନଙ୍କ ପୁଅ ଆରୟନ ଖାନଙ୍କ ଅଡୁଆ । ମୁମ୍ବାଇର କିଲ୍ଲା କୋର୍ଟ ଆଜି ଆରୟନଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି । ଏହି ଜାମିନ୍ ଆବେଦନ ଗ୍ରହଣଯୋଗ୍ୟ ନୁହେଁ ବୋଲି କୋର୍ଟ କହିବା ସହିତ ଏହାକୁ ଖାରଜ କରିଦେଇଛନ୍ତି । ଆରୟନଙ୍କ ସମେତ

Source: Entertainment News in Odia (ମନୋରଞ୍ଜନ ସମାଚାର): Odia Film News, Celebrity Interviews,Upcoming Oriya Movie, Serial & Hit Songs Khabar – Oneindia Odia