ଚଣ୍ଡିଗଡ଼ : ପଞ୍ଜାବରେ ଆମ୍ ଆଦମୀ ପାର୍ଟିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭଗୱନ୍ତ ମାନ୍ ଧୁରୀ ବିଧାନସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ରାଜ୍ୟର ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଚନ୍ନୀଙ୍କୁ ଚ୍ୟାଲେଞ୍ଜ କରିଛନ୍ତି । ଭଗୱନ୍ତ ମାନ୍ କହିଛନ୍ତି ଯେ ଧୁରୀରୁ ମୋ ବିରୋଧରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମୁଁ ଚରଣଜିତ ସିଂହ ଚନ୍ନୀଙ୍କୁ ଚ୍ୟାଲେଞ୍ଜ କରୁଛି ।
Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia
More Stories
ମୋଦୀ କ୍ୟାବିନେଟ ହେବ ସମ୍ପ୍ରାସାରଣ ! ଚିରାଗ ପାସୱାନ୍ ଙ୍କୁ ମିଳିପାରେ ମନ୍ତ୍ରୀପଦ, ସିନ୍ଦେ ଗୋଷ୍ଠୀକୁ ମିଳିପାରେ ସୁଯୋଗ
ଅଜିତ ପାୱାରଙ୍କ ସମେତ 9 ଜଣ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ କଲା ଏନସିପି, ECI କୁ ଲେଖିଲା ଚିଠି
ତେଲେଙ୍ଗାନାରେ ନିର୍ବାଚନୀ ବିଗୁଲ ବଜାଇବେ ରାହୁଲ ଗାନ୍ଧୀ, ଖମ୍ମମରେ ସାଧାରଣ ସଭାକୁ କରିବେ ସମ୍ବୋଧନ