April 22, 2025

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ, ବର୍ଷକୁ ୫୦ ହଜାର ଛାତ୍ରଛାତ୍ରୀ ପାଇବେ ପୁରସ୍କାର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି 5T ରୂପାନ୍ତରିତ ସ୍କୁଲ ତଥା ଅନ୍ୟ ସ୍କୁଲମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଶିକ୍ଷାର ଉତ୍କର୍ଷ ଲାଭ କରୁଥିବା ସ୍କୁଲ ଛାତ୍ରଛାତ୍ରୀ, ଶିକ୍ଷାନୁଷ୍ଠାନ ଓ ପ୍ରଧାନ ଶିକ୍ଷକ, ଶିକ୍ଷକଶିକ୍ଷୟିତ୍ରୀ, ସରପଞ୍ଚ ସ୍କୁଲ ପରିଚାଳନା କମିଟି ତଥା ପୁରାତନ ଛାତ୍ରମାନଙ୍କୁ ସେମାନଙ୍କ ଅବଦାନ ପାଇଁ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia