ଝାରସୁଗୁଡା: ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ଘରଡିବ । ଏହି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହୀରାକୁଦ ନଦୀ ବନ୍ଧ ପ୍ରକଳ୍ପ ଦ୍ୱାରା ଝାରସୁଗୁଡ଼ାରେ ୨ ହଜାର ବିସ୍ଥାପିତ ପରିବାରକୁ ଘରଡିହ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହା ଦ୍ୱାରା ବିସ୍ଥାପିତଙ୍କ ଦୀର୍ଘ ଦିନର ସମସ୍ୟା ଦୂର ହେବ ।
Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia
More Stories
ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ ନୂଆ ଅଗ୍ନିଶମ ସେବା କେନ୍ଦ୍ର, ଜାଣନ୍ତୁ, କେଉଁଠି କେଉଁଠି ?
ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ସ୍କୁଲ ଷ୍ଟାଇପେଣ୍ଡ ବୃଦ୍ଧି କଲେ ସରକାର
ଆମ ହସ୍ପିଟାଲ ପ୍ରକଳ୍ପ ପୂର୍ଣ୍ଣାଙ୍ଗ ପାଇଁ ସମୟ ସାରଣୀ ନିର୍ଦ୍ଧାରଣ ; ଜିଲ୍ଲା କମିଟିକୁ ଆବଶ୍ୟକୀୟ ପାଣ୍ଠି ପ୍ରଦାନ