April 20, 2025

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା: ଆସନ୍ତାକାଲି ପ୍ରଭିବିତ ୧୧ଟି ଜିଲ୍ଲାର ସ୍କୁଲ ବନ୍ଦ ରହିବ

ଜୀବନ ରକ୍ଷା ଉପରେ ମୁଖ୍ୟମନ୍ତ୍ରୀଙ୍କ ସର୍ବାଧିକ ଗୁରୁତ୍ବ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କାର୍ଯ୍ୟରେ ସହଯୋଗ କରିବା ପାଇଁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ  ୪୨ଟି ଓଡ୍ରାଫ ଓ ୨୪ ଟି NDRF ଓ ୧୦୩ଟି ଅଗ୍ନିଶମ ଦଳ ନିୟୋଜିତ ଆସନ୍ତାକାଲି ପ୍ରଭିବିତ ୧୧ଟି ଜିଲ୍ଲାର ସ୍କୁଲ ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ନବୀନ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia