April 25, 2025

ମୁଖ୍ୟମନ୍ତ୍ରୀଙ୍କୁ ‘ଭାଇ’ ଭାଇ ଡାକିଲେ ଦ୍ରୌପଦୀ ମୁର୍ମୁ; କହିଲେ, ରାକ୍ଷୀ ବାନ୍ଧିଥିଲି, ମାଗିବା ପୂର୍ବରୁ ଦେଇ ଦେଲେ ଉପହାର

ଭୁବନେଶ୍ବର: ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସି ବିଧାନସଭାରେ ବିଜେଡି ବିଧାୟକ ଓ ସାଂସଦମାନଙ୍କୁ ଭେଟିଛନ୍ତି। ବିଧାନସଭାର ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ରୌପଦୀ ମୁର୍ମୁଙ୍କୁ ସ୍ବାଗତ କରିଥିଲେ। ଏଥିରେ ଦ୍ରୌପଦୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିଜେଡିର ସାଂସଦ ଓ ବିଧାୟକମାନଙ୍କୁ ସମର୍ଥନ ଲୋଡ଼ିଛନ୍ତି।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia