April 20, 2025

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଡିଏମ୍‌କେ ସାଂସଦ କାନିମୋଝି କରୁଣାନିଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଡିଏମ୍‌କେ ସାଂସଦ କାନିମୋଝି କରୁଣାନିଧି । ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କାନିମୋଝୀ କରୁଣାନିଧି । ମୁଖ୍ୟମନ୍ତ୍ରୀଙ୍କୁ କାନିମୋଝି ସାକ୍ଷାତ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିୟାନ ଉପସ୍ଥିତ ରହିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାନିମୋଝି ଭେଟିବା

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia