ମୁମ୍ବାଇ: ଦେଶର ବାଣିଜ୍ୟିକ ରାଜଧାନୀ ମୁମ୍ବାଇରେ ଆରମ୍ଭ ହେଲା ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍’। ରାଜ୍ୟରେ ପୁଞ୍ଜିନିବେଶ ପାଇଁ ନିବେଶକଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ବିଶିଷ୍ଟ ଶିଳ୍ପପତି ତଥା ମହିନ୍ଦ୍ରା ଗ୍ରୁପ ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା ଓ ‘ଓ୍ୱାରେ ଇଞ୍ଜିନିୟର୍ସ ଲିଃ.’ର ଅଧ୍ୟକ୍ଷ ହିତେଶ ଚିମନଲାଲ ଦୋଶୀଙ୍କୁ ଭେଟିଛନ୍ତି।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Ex-MARKFED official jailed for graft
Biz mela for women entrepreneurs
7-yr-old girl drowns in Mantei river