April 20, 2025

ମୁମ୍ୱାଇ କ୍ରୁଜ ରେଭ୍ ପାର୍ଟି: ଜେଲ ଗଲେ ଆରୟନ ଖାନ

ମୁମ୍ବାଇ: ବଲିଉଡ ତାରକା ଶାହାରୁଖ ଖାନଙ୍କ ପୁଅ ଆରୟନ ଖାନଙ୍କ ଅଡୁଆ ଧିରେ ଧିରେ ବଢିବାରେ ଲାଗିଛି । ଗୁରୁବାର ମୁମ୍ବାଇର ମହାନଗର ନିଗମ ମାଜିଷ୍ଟ୍ରେଟ କୋର୍ଟ ଆରୟନ ଖାନ ଏବଂ ତାଙ୍କ ସହ ଗିରଫ ହୋଇଥିବା ଅନ୍ୟ 7 ଜଣଙ୍କୁ କ୍ରୁଜ ଡ୍ରଗ୍ସ ପାର୍ଟି ମାମଲାରେ 14 ଦିନିଆ ନ୍ୟାୟିକ ହେପାଜତକୁ ପଠାଇଛନ୍ତି। କୋର୍ଟ କହିଛନ୍ତି

Source: Entertainment News in Odia (ମନୋରଞ୍ଜନ ସମାଚାର): Odia Film News, Celebrity Interviews,Upcoming Oriya Movie, Serial & Hit Songs Khabar – Oneindia Odia