April 21, 2025

‘ମୋ ସ୍କୁଲ ଅଭିଯାନ’କୁ ୪ ବର୍ଷ: ‘ସ୍କୁଲକୁ ଫେରିବା’ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ‘ମୋ ସ୍କୁଲ ଅଭିଯାନ’କୁ ପୂରିଛି ୪ ବର୍ଷ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘କଫି ଟେବୁଲ୍ ବୁକ’ ଓ ଏକ ସ୍ବତନ୍ତ୍ର ବୁକଲେଟ୍ ‘ସ୍କୁଲକୁ ଫେରିବା’ ଉନ୍ମୋଚନ କରିଛନ୍ତି । ବହୁ ପୂର୍ବତନ ଛାତ୍ରଛାତ୍ରୀଙ୍କ ସଫଳ କାହାଣୀ ରହିଛି ଏଥିରେ । ଯାହକୁ ପଢ଼ି ଛାତ୍ରଛାତ୍ରୀ ଆଗକୁ ବଢ଼ିବାକୁ ଉତ୍ସାହିତ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia