April 22, 2025

ଯୋଗୀ କ୍ୟାବିନେଟରୁ ଇସ୍ତଫା ଦେଲେ ମନ୍ତ୍ରୀ ସ୍ୱାମୀ ପ୍ରସାଦ ମୌର୍ଯ୍ୟ, ଧରିଲେ ସମାଜବାଦୀ ହାତ

ନୂଆଦିଲ୍ଲୀ : ଉତ୍ତରପ୍ରଦେଶର ଭାରତୀୟ ଜନତା ପାର୍ଟି ସରକାରରେ କ୍ୟାବିନେଟ ମନ୍ତ୍ରୀ ସ୍ୱାମୀ ପ୍ରସାଦ ମୌର୍ଯ୍ୟ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ମୌର୍ଯ୍ୟ ମଙ୍ଗଳବାର ରାଜ୍ୟପାଳ ଆନନ୍ଦିବେନ୍ ପଟେଲଙ୍କ ନିକଟରେ ତାଙ୍କ ଇସ୍ତଫା ପତ୍ର ଦାଖଲ କରିଛନ୍ତି । ସ୍ୱାମୀ ପ୍ରସାଦ ମୌର୍ଯ୍ୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କ୍ୟାବିନେଟରେ ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ ଥିଲେ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia