April 21, 2025

ରବି ଋତୁ ପାଇଁ ପୁରୀ ଚାଷୀ ପାଇବେ ୨୦୦୦ ଟଙ୍କା କାଳିଆ ସହାୟତା

୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ବିଷୟ ଘୋଷଣା କରିଛନ୍ତି। ଜିଲ୍ଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ 33.03କୋଟି ଟଙ୍କା ପାଇବେ । ଏହି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia