April 30, 2025

ରାଜଧାନୀରେ ଆପ୍ ଖୋର୍ଦ୍ଧା ଜିଲ୍ଲା କାର୍ଯ୍ୟକର୍ତ୍ତା ସମ୍ମିଳନୀ ଆୟୋଜିତ

ଭୁବନେଶ୍ଵର:  ରାଜଧାନୀର ଉତ୍କଳ ଦୃଷ୍ଟିହୀନ ସଂଘ ଠାରେ ଖୋର୍ଦ୍ଧା ଜିଲ୍ଲା ଆମ୍ ଆଦମୀ ପାର୍ଟି ପକ୍ଷରୁ ଅନୁଷ୍ଠିତ ହୋଇଥିବା ଏକ କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଆପ୍ ରାଜ୍ୟ ସଭାପତି  ନିଶିକାନ୍ତ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏହି କାର୍ଯ୍ୟକର୍ତ୍ତା ସମ୍ମିଳନୀଟି ଖୋର୍ଦ୍ଧା ଜିଲ୍ଲା ସଭାପତି ଶ୍ରୀଯୁକ୍ତ ଶୁଭାଶିଷ ସ୍ୱାଇଁ, ଏବଂ ଜିଲ୍ଲା ସାଙ୍ଗଠନିକ ସମ୍ପାଦକ ସୁନୀଲ କୁମାର ଷଡ଼ଙ୍ଗୀଙ୍କ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia