April 21, 2025

ରାଜଧାନୀରେ ରାତି ୧୦ ପରେ ବାଜିବନି ଡିଜେ, ନିୟମ ଉଲଙ୍ଘନ କଲେ ବାନ୍ଧିବ ପୋଲିସ

ଭୁବନେଶ୍ବର: ବିବାହ ଶୋଭାଯାତ୍ରାରେ ବାଜିବନି ଡିଜେ, ଫୁଟିବନି ବାଣ । ଏନେଇ ପୂର୍ବରୁ ନିୟମ ରହିଛି । କିନ୍ତୁ ଏହି ନିୟମକୁ ଫୁ କରି ଉଡାଇ ଦେଉଛନ୍ତି ରାଜଧାନୀବାସିନ୍ଦା । ବିବାହ ଶୋଭାଯାତ୍ରା ପାଇଁ ଅନୁମତି ନେଉଥିଲେ ମଧ୍ୟ ଡିଜେ ଓ ବାଣ ଫୁଟାଉଥିବାର ଦେଖିବାକୁ ମିଳୁଛି । ତେବେ ଏଣିକି ଡିଜେ ଓ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia