April 22, 2025

ରାଜନୀତିରୁ ଅବସର ଘୋଷଣା କଲେ ଏ.କେ ଆଣ୍ଟୋନୀ, କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଲେଖିଲେ ଚିଠି

ନୂଆଦିଲ୍ଲୀ : କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏ.କେ ଆଣ୍ଟୋନୀ ରାଜନୀତିରୁ ଅବସର ନେଇ ଘୋଷଣା କରିଛନ୍ତି । ବର୍ତ୍ତମାନ ଏ.କେ ଆଣ୍ଟୋନୀ କୌଣସି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ । ଆଣ୍ଟୋନୀ କଂଗ୍ରେସର ମଧ୍ୟବର୍ତ୍ତୀକାଳୀନ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି କହିଛନ୍ତି ଯେ ସେ ବର୍ତ୍ତମାନ ସକ୍ରିୟ ରାଜନୀତିରୁ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia