ନୂଆଦିଲ୍ଲୀ : କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ରାଜନୀତିରୁ ଅବସର ନେବା ନେଇ ସୂଚନା ଦେଇଛନ୍ତି । ସମାଜକୁ ବିଭାଜନ କରବା ପାଇଁ କାର୍ଯ୍ୟ କରୁଥିବା ନେଇ ସେ ରାଜନୈତିକ ଦଳଗୁଡିକ ଉପରେ ଅଭିଯୋଗ ଆଣିଛନ୍ତି । ଯେତେବେଳେ କି କଠିନ ସମୟରେ ନାଗରିକ ସମାଜର ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି ।
Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia
More Stories
ମୋଦୀ କ୍ୟାବିନେଟ ହେବ ସମ୍ପ୍ରାସାରଣ ! ଚିରାଗ ପାସୱାନ୍ ଙ୍କୁ ମିଳିପାରେ ମନ୍ତ୍ରୀପଦ, ସିନ୍ଦେ ଗୋଷ୍ଠୀକୁ ମିଳିପାରେ ସୁଯୋଗ
ଅଜିତ ପାୱାରଙ୍କ ସମେତ 9 ଜଣ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ କଲା ଏନସିପି, ECI କୁ ଲେଖିଲା ଚିଠି
ତେଲେଙ୍ଗାନାରେ ନିର୍ବାଚନୀ ବିଗୁଲ ବଜାଇବେ ରାହୁଲ ଗାନ୍ଧୀ, ଖମ୍ମମରେ ସାଧାରଣ ସଭାକୁ କରିବେ ସମ୍ବୋଧନ