ଭୁବନେଶ୍ବର: କେନ୍ଦ୍ର ସରକାର ଓଡିଶାକୁ ଧାର୍ଯ୍ୟ ସମୟରେ ଯେତିକି ସାର ଯୋଗାଇବା କଥା ସେଥିରେ ବିଫଳ ହୋଇଛନ୍ତି । ଓଡିଶାକୁ ସାର ଯୋଗାଣ ବାବଦରେ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟକୁ ଆବଶ୍ୟକ ପରିମାଣର ସାର ମିଳୁନଥିବାରୁ ଉଦବୋଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Six students affected by diarrhoea in school
2 major rivers heavily polluted: OSPCB study
Body of missing 11-year-old boy found in neighbour’s septic tank