April 22, 2025

ରାଜ୍ୟର କରୋନା ଗ୍ରାଫ୍ ତଳ ମୁହାଁ, ଗତ ୨୪ ଘଣ୍ଟାରେ ୫୭ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟର କରୋନା ଗ୍ରାଫ୍ ତଳ ମୁହାଁ । ଆଜି ମଧ୍ୟ ଦୈନିକ କରୋନା ସଂକ୍ରମଣ ଶହେ ତଳେ ରହିଛି । ଗତ ୨୪ ଘଣ୍ଟାରେ ୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ ସ୍ଥାନୀୟ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia