April 20, 2025

ରାଜ୍ୟରୁ ଆଉ ୬୪୯ କରୋନା ପଜିଟିଭି ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଶୂନରୁ ୧୮ ବର୍ଷ ବୟସ ବର୍ଗରେ ୧୦୩ ଜଣ ପିଲା ଅଛନ୍ତି । ସେହିପରି କ୍ୱାରେଣ୍ଟାଇନ୍‌ରୁ ୩୮୧ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ରହିଛି ୨୬୮ । ଅନ୍ୟପଟେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୫ ପଜିଟିଭ ଚିହ୍ନଟ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia