April 30, 2025

ରାଜ୍ୟରେ ଆଉ ୧୫୯ ନୂଆ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୯୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୬୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୧୮ ଜଣ ୧୮ ବର୍ଷରୁ କମ୍ ବୟସ୍କ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୦୫୯୩କୁ ବୃଦ୍ଧି ପାଇଛି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia