April 20, 2025

ରାଜ୍ୟରେ ଆଉ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୧ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୨ ଜଣ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia