April 20, 2025

ରାଜ୍ୟରେ ଆଉ ୩ ଜଣଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଏବେ ବି ଜାରି ରହିଛି କରୋନାରା କାୟା । ଗତ ୨୪ ଘଣ୍ଟାରେ ୩୬୫ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୨୫ ବୃଦ୍ଧି ପାଇଛି । ତେବେ ଆଜି ଚିହ୍ନଟ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia